Job 12:16 — Compare Translations

5 translations compared side by side

Odia - 1840
"ପରମେଶ୍ବର ଅତ୍ଯନ୍ତ ବଳଶାଳୀ, ସବୁଠା ରେ ତାଙ୍କର ବିଜଯ ସୁନିଶ୍ଚିତ। ତେଣୁ ହାରିବା ଓ ଜିତିବା ସବୁ ପରମେଶ୍ବରଙ୍କ ଉପରେ ନିର୍ଭର କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅତ୍ୟନ୍ତ ବଳଶାଳୀ, ସବୁଠାରେ ତାଙ୍କର ବିଜୟ ସୁନିଶ୍ଚିତ। ତେଣୁ ହାରିବା ଓ ଜିତିବା ସବୁ ପରମେଶ୍ୱରଙ୍କ ଉପରେ ନିର୍ଭର କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।