Job 12:17 — Compare Translations

5 translations compared side by side

Odia - 1840
"ପରମେଶ୍ବର ପରାମର୍ଶଦାତାମାନଙ୍କର ଜ୍ଞାନକୁ ହରଣ କରି ନିଅନ୍ତି ଓ ନେତା ବା ବିଚାରକମାନଙ୍କୁ ନିର୍ବୋଧ ରେ ପରିଣତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପରାମର୍ଶଦାତାମାନଙ୍କର ଜ୍ଞାନକୁ ହରଣ କରି ନିଅନ୍ତି ଓ ନେତା ବା ବିଗ୍ଭରକମାନଙ୍କୁ ନିର୍ବୋଧରେ ପରିଣତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯା’ନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।