Job 12:18 — Compare Translations

5 translations compared side by side

Odia - 1840
"ରାଜା ଲୋକମାନଙ୍କୁ ବନ୍ଦୀ ଗୃହ ରେ ନିକ୍ଷପେ କରନ୍ତି। କିନ୍ତୁ ପରମେଶ୍ବର ସହେି ଲୋକମାନଙ୍କୁ ମୁକ୍ତି ଦଇେ ଆହୁରି ଅଧିକ ଶକ୍ତିଶାଳୀ କରି ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଲୋକମାନଙ୍କୁ ବନ୍ଦୀଗୃହରେ ନିକ୍ଷେପ କରନ୍ତି। କିନ୍ତୁ ପରମେଶ୍ୱର ସେହି ଲୋକମାନଙ୍କୁ ମୁକ୍ତି ଦେଇ ଆହୁରି ଅଧିକ ଶକ୍ତିଶାଳୀ କରି ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।