Job 12:19 — Compare Translations

5 translations compared side by side

Odia - 1840
"ପରମେଶ୍ବର ଯାଜକମାନଙ୍କ ଶକ୍ତିକୁ ହରଣ କରି ନିଅନ୍ତି ଓ ଅଧିକ ପରାକ୍ରମଶାଳୀ ପାରିଷଦମାନଙ୍କୁ ପରାସ୍ତ କରନ୍ତି, ଯେଉଁମାନେ କି ନିଜକୁ ସବୁଠାରୁ ନିରାପଦ ମନକରେନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଯାଜକମାନଙ୍କ ଶକ୍ତିକୁ ହରଣ କରି ନିଅନ୍ତି ଓ ଅଧିକ ପରାକ୍ରମଶାଳୀ ପାରିଷଦମାନଙ୍କୁ ପରାସ୍ତ କରନ୍ତି, ଯେଉଁମାନେ କି ନିଜକୁ ସବୁଠାରୁ ନିରାପଦ ମନେକରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଯାଜକମାନଙ୍କୁ ଲୁଟିତ କରି ନେଇଯା’ନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।