Job 12:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଭାବୁଛ ତୁମ୍ଭେ କବଳେ ଜ୍ଞାନୀ ଲୋକ। ତୁମ୍ଭେ ଭାବୁଛ ତୁମ୍ଭେ ମରିଗଲେ ତୁମ୍ଭ ସହିତ ଜ୍ଞାନ ମଧ୍ଯ ମରିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଭାବୁଛ ତୁମ୍ଭେ କେବଳ ଜ୍ଞାନୀ ଲୋକ। ତୁମ୍ଭେ ଭାବୁଛ ତୁମ୍ଭେ ମରିଗଲେ ତୁମ୍ଭ ସହିତ ଜ୍ଞାନ ମଧ୍ୟ ମରିଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।