Job 12:20 — Compare Translations

5 translations compared side by side

Odia - 1840
"ପରମେଶ୍ବର ବିଶ୍ବସ୍ତ ପରାମର୍ଶଦାତାମାନଙ୍କୁ ମଧ୍ଯ ଚୁପ କରାଇ ଦିଅନ୍ତି ଓ ବୃଦ୍ଧ ଲୋକମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବିଶ୍ଵସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକି ହରଣ କରି ନିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବିଶ୍ୱସ୍ତ ପରାମର୍ଶଦାତାମାନଙ୍କୁ ମଧ୍ୟ ଚୁପ୍ କରାଇ ଦିଅନ୍ତି ଓ ବୃଦ୍ଧ ଲୋକମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।