Job 12:21 — Compare Translations
5 translations compared side by side
Odia - 1840
"ପରମେଶ୍ବର ନେତାମାନଙ୍କୁ ତୁଚ୍ଛ କରି ଦିଅନ୍ତି। ସେ ଶାସକଠାରୁ କ୍ଷମତା ମଧ୍ଯ ଛଡ଼ାଇ ନିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନେତାମାନଙ୍କୁ ତୁଚ୍ଛ କରି ଦିଅନ୍ତି। ସେ ଶାସକଠାରୁ କ୍ଷମତା ମଧ୍ୟ ଛଡ଼ାଇ ନିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।