Job 12:22 — Compare Translations
5 translations compared side by side
Odia - 1840
"ପରମେଶ୍ବର ଅନ୍ଧକାରର ଗୂଢ଼ ରହସ୍ଯକୁ ଜାଣନ୍ତି। ସେ ମୃତ୍ଯୁଭଳି ଘନ ଅନ୍ଧକାର ଆଚ୍ଛାଦିତ ସ୍ଥାନକୁ ଆଲୋକିତ କରିଦଇେ ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁଚ୍ଛାୟାକୁ ଆଲୁଅକୁ ଆଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅନ୍ଧକାରର ଗୂଢ଼ ରହସ୍ୟକୁ ଜାଣନ୍ତି। ସେ ମୃତ୍ୟୁଭଳି ଘନ ଅନ୍ଧକାର ଆଚ୍ଛାଦିତ ସ୍ଥାନକୁ ଆଲୋକିତ କରିଦେଇ ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।