Job 12:23 — Compare Translations

5 translations compared side by side

Odia - 1840
"ପରମେଶ୍ବର ରାଜ୍ଯକୁ ଦୃଢ଼ ଓ ଶକ୍ତିଶାଳୀ କରନ୍ତି ଓ ଶଷେ ରେ ତାକୁ ବିଛାଡ଼ି ପକାନ୍ତି। ସେ ରାଜ୍ଯକୁ ବୃଦ୍ଧି କରନ୍ତି ଏବଂ ତା'ର ଲୋକମାନଙ୍କୁ ବିନାଶ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ରାଜ୍ୟକୁ ଦୃଢ଼ ଓ ଶକ୍ତିଶାଳୀ କରନ୍ତି ଓ ଶେଷରେ ତାକୁ ବିଛାଡ଼ି ପକାନ୍ତି। ସେ ରାଜ୍ୟକୁ ବୃଦ୍ଧି କରନ୍ତି ଏବଂ ତା’ର ଲୋକମାନଙ୍କୁ ବିନାଶ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।