Job 12:24 — Compare Translations

5 translations compared side by side

Odia - 1840
"ପରମେଶ୍ବର ନେତାମାନଙ୍କୁ ବୋକା ବନାଇ ମରୁଭୂମିରେ ଉଦ୍ଦେଶ୍ଯହୀନ ଭାବରେ ବୁଲାଇ ବାଟବଣା କରିଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନେତାମାନଙ୍କୁ ବୋକା ବନାଇ ମରୁଭୂମିରେ ଉଦ୍ଦେଶ୍ୟହୀନ ଭାବରେ ବୁଲାଇ ବାଟବଣା କରିଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।