Job 12:25 — Compare Translations
5 translations compared side by side
Odia - 1840
"ସହେି ନେତାମାନେ ଆଲୋକ ବିନା ଅନ୍ଧାର ରେ ଦରାଣ୍ଡି ହୁଅନ୍ତି। ପରମେଶ୍ବର ସମାନଙ୍କେୁ ମାତାଲ ଭଳି ଟଳମଳ ଓ ଇତସ୍ତତଃ କରାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ତି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନେତାମାନେ ଆଲୋକ ବିନା ଅନ୍ଧାରରେ ଦରାଣ୍ଡି ହୁଅନ୍ତି। ପରମେଶ୍ୱର ସେମାନଙ୍କୁ ମାତାଲ ଭଳି ଟଳମଳ ଓ ଇତସ୍ତତଃ କରାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି।