Job 12:3 — Compare Translations
5 translations compared side by side
Odia - 1840
"କିନ୍ତୁ ମାରେ ମନ ତୁମ୍ଭର ମନ ଭଳି ଭଲ। ମୁଁ ତୁମ୍ଭ ଠାରୁ ନ୍ଯୁନ ନୁହେଁ। ଯେ କୌଣସି ଲୋକ ଏହା ସତ୍ଯ ବୋଲି ଦେଖିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋର ମନ ତୁମ୍ଭର ମନ ଭଳି ଭଲ। ମୁଁ ତୁମ୍ଭଠାରୁ ନ୍ୟୁନ ନୁହେଁ, ଯେକୌଣସି ଲୋକ ଏହା ସତ୍ୟ ବୋଲି ଦେଖି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ?