Job 12:4 — Compare Translations
5 translations compared side by side
Odia - 1840
"ମୁଁ ମାରେ ବନ୍ଧୁମାନଙ୍କର ହାସ୍ଯାସ୍ପଦର ପାତ୍ର ହାଇେଅଛି। ସମାନେେ କୁହନ୍ତି: ସେ 'ପରମେଶ୍ବରଙ୍କୁ ଡ଼ାକିଲା ଓ ପରମେଶ୍ବର ତାକୁ ଉତ୍ତର ଦେଲେ। ସେଥିପାଇଁ ଏପରି ସବୁ ଅମଙ୍ଗଳ ତାକୁ ଘଟିଲା।' ମୁଁ ଜଣେ ଧାର୍ମିକ ବ୍ଯକ୍ତି, ମୁଁ ସରଳ ତଥାପି ସମାନେେ ମାେତେ ଦେଖି ହସନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପ୍ରତିବାସୀର ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ସେ ପରମେଶ୍ଵରଙ୍କୁ ଡାକନ୍ତେ, ସେ ତାହାକୁ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ମୋର ବନ୍ଧୁମାନଙ୍କର ହାସ୍ୟାସ୍ପଦର ପାତ୍ର ହୋଇଅଛି। ସେମାନେ କୁହନ୍ତି, ‘ସେ ପରମେଶ୍ୱରଙ୍କୁ ଡାକିଲା ଓ ପରମେଶ୍ୱର ତାକୁ ଉତ୍ତର ଦେଲେ। ସେଥିପାଇଁ ଏପରି ସବୁ ଅମଙ୍ଗଳ ତାକୁ ଘଟିଲା।’ ମୁଁ ଜଣେ ଧାର୍ମିକ ବ୍ୟକ୍ତି, ମୁଁ ସରଳ ତଥାପି ସେମାନେ ମୋତେ ଦେଖି ହସନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।