Job 12:5 — Compare Translations
5 translations compared side by side
Odia - 1840
"ମଶାଲ ତା' ପାଇଁ ଆବଶ୍ଯକ ନାହିଁ ୟିଏ ନିଜକୁ ସୁରକ୍ଷିତ ବୋଲି ଭାବେ। ଏହା ସହେିମାନଙ୍କ ପାଇଁ ଉପ ଯୋଗୀ, ଯେଉଁମାନଙ୍କର ପାଦ ଖସି ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ ।
Odia Bible ERV 2004 (ପବିତ୍ର ବାଇବଲ)
ମଶାଲ ତା’ ପାଇଁ ଆବଶ୍ୟକ ନାହିଁ ଯିଏ ନିଜକୁ ସୁରକ୍ଷିତ ବୋଲି ଭାବେ। ଏହା ସେହିମାନଙ୍କ ପାଇଁ ଉପଯୋଗୀ, ଯେଉଁମାନଙ୍କର ପାଦ ଖସି ଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।
Odia IRV 2017 (ଓଡିଆ ବାଇବେଲ)
ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।