Job 12:6 — Compare Translations
5 translations compared side by side
Odia - 1840
"ଡ଼କାଯତମାନଙ୍କ ତମ୍ବୁଗୁଡ଼ିକ ସୁରକ୍ଷିତ ଅଟେ। ଯେଉଁମାନେ ପରମେଶ୍ବରଙ୍କୁ ବିରକ୍ତ କରାନ୍ତି, ସମାନେେ ଶାନ୍ତି ରେ ରହନ୍ତି ଏବଂ ସମାନଙ୍କେର ବଳ ହେଉଛି ସମାନଙ୍କେର ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଡକାଇତମାନଙ୍କର ତମ୍ଵୁ ନିରାପଦ ହୁଏ ଓ ପରମେଶ୍ଵରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ଵର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଡକାୟତମାନଙ୍କ ତମ୍ବୁଗୁଡ଼ିକ ସୁରକ୍ଷିତ ଅଟେ। ଯେଉଁମାନେ ପରମେଶ୍ୱରଙ୍କୁ ବିରକ୍ତ କରାନ୍ତି, ସେମାନେ ଶାନ୍ତିରେ ରହନ୍ତି ଏବଂ ସେମାନଙ୍କର ବଳ ହେଉଛି ସେମାନଙ୍କର ପରମେଶ୍ୱର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।