Job 12:7 — Compare Translations
5 translations compared side by side
Odia - 1840
"ତୁମ୍ଭେ ଜନ୍ତୁମାନଙ୍କୁ ପଚାର ସମାନେେ ତୁମ୍ଭକୁ ଶିକ୍ଷା ଦବେେ, ତୁମ୍ଭେ ଆକାଶର ପକ୍ଷୀମାନଙ୍କୁ ପଚାର ସମାନେେ ତୁମ୍ଭକୁ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଜନ୍ତୁମାନଙ୍କୁ ପଗ୍ଭର ସେମାନେ ତୁମ୍ଭକୁ ଶିକ୍ଷା ଦେବେ, ତୁମ୍ଭେ ଆକାଶର ପକ୍ଷୀମାନଙ୍କୁ ପଗ୍ଭର ସେମାନେ ତୁମ୍ଭକୁ କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;