Job 12:8 — Compare Translations
5 translations compared side by side
Odia - 1840
"ତୁମ୍ଭେ ପୃଥିବୀକୁ ପଚାର ସେ ତୁମ୍ଭକୁ ଶିକ୍ଷା ଦବେ। ତୁମ୍ଭେ ସମୁଦ୍ରର ମାଛକୁ ପଚାର ସେ ତୁମ୍ଭକୁ ଜ୍ଞାନ କଥା କହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ପୃଥିବୀକି ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପୃଥିବୀକୁ ପଗ୍ଭର ସେ ତୁମ୍ଭକୁ ଶିକ୍ଷା ଦେବ। ତୁମ୍ଭେ ସମୁଦ୍ରର ମାଛକୁ ପଗ୍ଭର ସେ ତୁମ୍ଭକୁ ଜ୍ଞାନ କଥା କହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ।