Job 12:9 — Compare Translations

5 translations compared side by side

Odia - 1840
"ଏକଥା ସମସ୍ତେ ଜାଣନ୍ତି ସଦାପ୍ରଭୁ ଏସବୁ ସୃଷ୍ଟି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ଵାରା କିଏ ନ ଜାଣେ?
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା ସମସ୍ତେ ଜାଣନ୍ତି ସଦାପ୍ରଭୁ ଏସବୁ ସୃଷ୍ଟି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?