Job 13:1 — Compare Translations

5 translations compared side by side

Odia - 1840
"ଆୟୁବ ଉତ୍ତର ଦଲୋ, ଦେଖ ଏସବୁ କଥା ମୁଁ ଆଗରୁ ଦେଖିଛି। ମୁଁ ତୁମ୍ଭର ପ୍ରେତ୍ୟକକ କଥା ଶୁଣିଅଛି। ମୁଁ ସେସବୁ କଥା ଶୁଣିଛି ଓ ବୁଝିଛି ମଧ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୋହର ଚକ୍ଷୁ ଏସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ଉତ୍ତର ଦେଲା, “ଦେଖ ଏସବୁ କଥା ମୁଁ ଆଗରୁ ଦେଖିଛି। ମୁଁ ତୁମ୍ଭର ପ୍ରତ୍ୟେକ କଥା ଶୁଣିଅଛି। ମୁଁ ସେସବୁ କଥା ଶୁଣିଛି ଓ ବୁଝିଛି ମଧ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୋହର ଚକ୍ଷୁ ଏହିସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୋହର ଚକ୍ଷୁ ଏହିସବୁ ଦେଖିଅଛି, ମୋହର କର୍ଣ୍ଣ ଏହା ଶୁଣି ବୁଝିଅଛି।