Job 13:10 — Compare Translations

5 translations compared side by side

Odia - 1840
"ତୁମ୍ଭେ ଜାଣ ଯଦି ତୁମ୍ଭେ ନ୍ଯାଯାଳଯ ରେ ଜଣକ ପକ୍ଷ ସମର୍ଥନ କର କାରଣ ସେ ଜଣେ ପ୍ରତିଷ୍ଠିତ ବ୍ଯକ୍ତି ତାହାହେଲେ ପରମେଶ୍ବର ତୁମ୍ଭକୁ ସମାଲୋଚନା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଗୋପନରେ ମୁଖାପେକ୍ଷା କଲେ, ସେ ଅବଶ୍ୟ ତୁମ୍ଭମାନଙ୍କୁ ଅନୁଯୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଜାଣ ଯଦି ତୁମ୍ଭେ ନ୍ୟାୟାଳୟରେ ଜଣକ ପକ୍ଷ ସମର୍ଥନ କର କାରଣ ସେ ଜଣେ ପ୍ରତିଷ୍ଠିତ ବ୍ୟକ୍ତି ତାହାହେଲେ ପରମେଶ୍ୱର ତୁମ୍ଭକୁ ସମାଲୋଚନା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଗୋପନରେ ମୁଖାପେକ୍ଷା କଲେ, ସେ ଅବଶ୍ୟ ତୁମ୍ଭମାନଙ୍କୁ ଅନୁଯୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଗୋପନରେ ମୁଖାପେକ୍ଷା କଲେ, ସେ ଅବଶ୍ୟ ତୁମ୍ଭମାନଙ୍କୁ ଅନୁଯୋଗ କରିବେ।