Job 13:11 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ମହତ୍ତ୍ବ କ'ଣ ତୁମ୍ଭକୁ ଡରାଇବ ନାହିଁ? ତୁମ୍ଭେ ତାଙ୍କ ଦ୍ବାରା ଭୟଭୀତ ହେଉନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କର ମହତ୍ତ୍ଵ କʼଣ ତୁମ୍ଭମାନଙ୍କୁ ଭୀତ କରିବ ନାହିଁ ଓ ତାହାଙ୍କର ଭୟଙ୍କରତା କʼଣ ତୁମ୍ଭମାନଙ୍କ ଉପରେ ପଡ଼ିବ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ମହତ୍ତ୍ୱ କ’ଣ ତୁମ୍ଭକୁ ଡରାଇବ ନାହିଁ? ତୁମ୍ଭେ ତାଙ୍କ ଦ୍ୱାରା ଭୟଭୀତ ହେଉ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କର ମହତ୍ତ୍ୱ କʼଣ ତୁମ୍ଭମାନଙ୍କୁ ଭୀତ କରିବ ନାହିଁ ଓ ତାହାଙ୍କର ଭୟଙ୍କରତା କʼଣ ତୁମ୍ଭମାନଙ୍କ ଉପରେ ପଡ଼ିବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କର ମହତ୍ତ୍ୱ କ’ଣ ତୁମ୍ଭମାନଙ୍କୁ ଭୀତ କରିବ ନାହିଁ ଓ ତାହାଙ୍କର ଭୟଙ୍କରତା କ’ଣ ତୁମ୍ଭମାନଙ୍କ ଉପରେ ପଡ଼ିବ ନାହିଁ?