Job 13:12 — Compare Translations
5 translations compared side by side
Odia - 1840
"ତୁମ୍ଭର ୟୁକ୍ତି ସବୁ ଅସାର। ତୁମ୍ଭର ଉତ୍ତର ସବୁ ମୂଲ୍ଯହୀନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ, ତୁମ୍ଭମାନଙ୍କର ଦୁର୍ଗସବୁ କର୍ଦ୍ଦମର ଦୁର୍ଗ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଯୁକ୍ତି ସବୁ ଅସାର। ତୁମ୍ଭର ଉତ୍ତର ସବୁ ମୂଲ୍ୟହୀନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ, ତୁମ୍ଭମାନଙ୍କର ଦୁର୍ଗସବୁ କର୍ଦ୍ଦମର ଦୁର୍ଗ ଅଟେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ସ୍ମରଣୀୟ ବଚନମାଳା ଭସ୍ମରୂପ ପ୍ରବାଦ ଅଟେ, ତୁମ୍ଭମାନଙ୍କର ଦୁର୍ଗସବୁ କର୍ଦ୍ଦମର ଦୁର୍ଗ ଅଟେ।