Job 13:15 — Compare Translations

5 translations compared side by side

Odia - 1840
"ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋତେ ମାରି ଦେଇ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖରେ ମୋର ପକ୍ଷ ପ୍ରସ୍ତୁତ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।
Odia IRV 2017 (ଓଡିଆ ବାଇବେଲ)
ସେ ମୋତେ ବଧ କଲେ ହେଁ ମୁଁ ତାହାଙ୍କ ପାଇଁ ଅପେକ୍ଷା କରିବି; ତଥାପି ମୁଁ ତାହାଙ୍କ ଛାମୁରେ ଆପଣା ପଥ ସମର୍ଥନ କରିବି।