Job 13:16 — Compare Translations

5 translations compared side by side

Odia - 1840
"ଯଦି ପରମେଶ୍ବର ମାେତେ ମୁକ୍ତି ପ୍ରଦାନ କରନ୍ତି, ଏହା କବଳେ ମାରେ ସାହସିକ ବକ୍ତବ୍ଯ ପାଇଁ। କୌଣସି ଦୁଷ୍ଟ ବ୍ଯକ୍ତି କବେେ ପରମେଶ୍ବରଙ୍କ ସମ୍ମୁଖକୁ ଆସିବାକୁ ସାହାସ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ହିଁ ମୋହର ମୁକ୍ତି ସ୍ଵରୂପ ହେବ; କାରଣ ଅଧାର୍ମିକ ଲୋକ ତାହାଙ୍କ ଛାମୁକୁ ଆସିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପରମେଶ୍ୱର ମୋତେ ମୁକ୍ତି ପ୍ରଦାନ କରନ୍ତି, ଏହା କେବଳ ମୋର ସାହସିକ ବକ୍ତବ୍ୟ ପାଇଁ। କୌଣସି ଦୁଷ୍ଟ ବ୍ୟକ୍ତି କେବେ ପରମେଶ୍ୱରଙ୍କ ସମ୍ମୁଖକୁ ଆସିବାକୁ ସାହସ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ହିଁ ମୋହର ମୁକ୍ତି ସ୍ୱରୂପ ହେବ; କାରଣ ଅଧାର୍ମିକ ଲୋକ ତାହାଙ୍କ ଛାମୁକୁ ଆସିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହା ହିଁ ମୋହର ମୁକ୍ତି ସ୍ୱରୂପ ହେବ; କାରଣ ଅଧାର୍ମିକ ଲୋକ ତାହାଙ୍କ ଛାମୁକୁ ଆସିବ ନାହିଁ।