Job 13:17 — Compare Translations
5 translations compared side by side
Odia - 1840
"ମୁଁ ଯାହା କରୁଛି, ମାେ କଥା ମନଯାଗେ ଦଇେ ଶୁଣ। ମାେତେ ବୁଝାଇ କହିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୋଯୋଗ କରି ମୋହର କଥା ଶୁଣ ଓ ମୋହର ନିବେଦନ ତୁମ୍ଭମାନଙ୍କର କର୍ଣ୍ଣଗୋଚରରେ ଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯାହା କରୁଛି, ମୋ’ କଥା ମନୋଯୋଗ ଦେଇ ଶୁଣ। ମୋତେ ବୁଝାଇ କହିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୋଯୋଗ କରି ମୋହର କଥା ଶୁଣ ଓ ମୋହର ନିବେଦନ ତୁମ୍ଭମାନଙ୍କର କର୍ଣ୍ଣଗୋଚରରେ ଥାଉ।
Odia IRV 2017 (ଓଡିଆ ବାଇବେଲ)
ମନୋଯୋଗ କରି ମୋହର କଥା ଶୁଣ ଓ ମୋହର ନିବେଦନ ତୁମ୍ଭମାନଙ୍କର କର୍ଣ୍ଣଗୋଚରରେ ଥାଉ।