Job 13:18 — Compare Translations
5 translations compared side by side
Odia - 1840
"ମୁଁ ବର୍ତ୍ତମାନ ମାେ ପକ୍ଷ ସମର୍ଥନ କରିବାକୁ ପ୍ରସ୍ତୁତ ଅଟେ। ମୁଁ ସତର୍କତାର ସହିତ ମାରେ ତର୍କ ଉପସ୍ଥାପନ କରିବି। ମୁଁ ଜାଣେ ମୁଁ ଶଷେ ରେ ନିଜକୁ ସରଳ ବୋଲି ପ୍ରମାଣିତ କରିପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଦେଖ, ମୁଁ ଆପଣା ବିଚାରର କଥା ପ୍ରସ୍ତୁତ କରିଅଛି; ମୁଁ ଜାଣେ, ମୁଁ ନିର୍ଦ୍ଦୋଷ ହେବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବର୍ତ୍ତମାନ ମୋ’ ପକ୍ଷ ସମର୍ଥନ କରିବାକୁ ପ୍ରସ୍ତୁତ ଅଟେ। ମୁଁ ସତର୍କତାର ସହିତ ମୋର ତର୍କ ଉପସ୍ଥାପନ କରିବି। ମୁଁ ଜାଣେ, ମୁଁ ଶେଷରେ ନିଜକୁ ସରଳ ବୋଲି ପ୍ରମାଣିତ କରି ପାରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଦେଖ, ମୁଁ ଆପଣା ବିଚାରର କଥା ପ୍ରସ୍ତୁତ କରିଅଛି; ମୁଁ ଜାଣେ, ମୁଁ ନିର୍ଦ୍ଦୋଷ ହେବି।
Odia IRV 2017 (ଓଡିଆ ବାଇବେଲ)
ଏବେ ଦେଖ, ମୁଁ ଆପଣା ବିଚାରର କଥା ପ୍ରସ୍ତୁତ କରିଅଛି; ମୁଁ ଜାଣେ, ମୁଁ ନିର୍ଦ୍ଦୋଷ ହେବି।