Job 13:2 — Compare Translations
5 translations compared side by side
Odia - 1840
"ଯାହା ତୁମ୍ଭମାନେେ ଜାଣିଛ ତାହା ମୁଁ ବି ଜାଣିଛି। ମୁଁ ତୁମ୍ଭଠାରୁ କୌଣସି ଗୁଣ ରେ ନ୍ଯୁନ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ତୁମ୍ଭେମାନେ ଜାଣ, ତାହା ମୁଁ ଜାଣେ; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା ତୁମ୍ଭେମାନେ ଜାଣିଛ ତାହା ମୁଁ ବି ଜାଣିଛି। ମୁଁ ତୁମ୍ଭଠାରୁ କୌଣସି ଗୁଣରେ ନ୍ୟୁନ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ତୁମ୍ଭେମାନେ ଜାଣ, ତାହା ମୁଁ ଜାଣେ; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଯାହା ତୁମ୍ଭେମାନେ ଜାଣ, ତାହା ମୁଁ ଜାଣେ; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ।