Job 13:20 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର ମାେତେ କବଳେ ଦୁଇଟି ବସ୍ତୁ ଦିଅ ଓ ମୁଁ ତୁମ୍ଭଠାରୁ ଲୁଚିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ଦୁଇ କଥା ମୋʼ ପ୍ରତି କର ନାହିଁ, ତହିଁରେ ମୁଁ ତୁମ୍ଭ ସମ୍ମୁଖରୁ ଆପଣାକୁ ଲୁଚାଇବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ପରମେଶ୍ୱର ମୋତେ କେବଳ ଦୁଇଟି ବସ୍ତୁ ଦିଅ ଓ ମୁଁ ତୁମ୍ଭଠାରୁ ଲୁଚିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ଦୁଇ କଥା ମୋʼ ପ୍ରତି କର ନାହିଁ, ତହିଁରେ ମୁଁ ତୁମ୍ଭ ସମ୍ମୁଖରୁ ଆପଣାକୁ ଲୁଚାଇବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କେବଳ ଦୁଇ କଥା ମୋ’ ପ୍ରତି କର ନାହିଁ, ତହିଁରେ ମୁଁ ତୁମ୍ଭ ସମ୍ମୁଖରୁ ଆପଣାକୁ ଲୁଚାଇବି ନାହିଁ।