Job 13:21 — Compare Translations
5 translations compared side by side
Odia - 1840
"ମାେତେ ଦଣ୍ଡ ଦବୋ ବନ୍ଦକର, ଏବଂ ମାେତେ ତୁମ୍ଭ ଭୟାବହତା ରେ ଭୟଭୀତ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ହସ୍ତ ମୋʼଠାରୁ ଦୂରକୁ କାଢ଼ିନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଦଣ୍ଡ ଦେବା ବନ୍ଦକର, ଏବଂ ମୋତେ ତୁମ୍ଭ ଭୟାବହତାରେ ଭୟଭୀତ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ହସ୍ତ ମୋʼ ଠାରୁ ଦୂରକୁ କାଢ଼ି ନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ହସ୍ତ ମୋ’ଠାରୁ ଦୂରକୁ କାଢ଼ି ନିଅ ଓ ତୁମ୍ଭର ଭୟାନକତା ମୋତେ ଭୀତ ନ କରୁ।