Job 13:22 — Compare Translations

5 translations compared side by side

Odia - 1840
"ତା'ପରେ ମାେତେ ଡ଼ାକ ମୁଁ ଉତ୍ତର ଦବେି କିମ୍ବା ମୁଁ କହିବି ତୁମ୍ଭେ ଉତ୍ତର ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋତେ ଡାକ ମୁଁ ଉତ୍ତର ଦେବି କିମ୍ବା ମୁଁ କହିବି ତୁମ୍ଭେ ଉତ୍ତର ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ।
Odia IRV 2017 (ଓଡିଆ ବାଇବେଲ)
ତେବେ ତୁମ୍ଭେ ଡାକ, ମୁଁ ଉତ୍ତର ଦେବି; ଅବା ମୁଁ କହେ, ତୁମ୍ଭେ ମୋତେ ଉତ୍ତର ଦିଅ।