Job 13:24 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଆପଣ କାହିଁକି ମାଠାରୁେ ଦୂ ରଇେ ଯାଉଛନ୍ତି, ଏବଂ ଶତ୍ରୁଭଳି ବ୍ଯବହାର କରୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ କାହିଁକି ମୋ’ଠାରୁ ଦୂରେଇ ଯାଉଛ ଏବଂ ଶତ୍ରୁଭଳି ବ୍ୟବହାର କରୁଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ? ଓ ମୋତେ ତୁମ୍ଭର ଶତ୍ରୁ ବୋଲି ଜ୍ଞାନ କରୁଅଛ?