Job 13:25 — Compare Translations
5 translations compared side by side
Odia - 1840
"ତୁମ୍ଭେ କ'ଣ ମାେତେ ଡ଼ରାଇବାକୁ ଚେଷ୍ଟା କରୁଛ? ମୁଁ ଏକ ପାତ୍ର ଯାହାକି ପବନ ରେ ଉଡ଼ିୟାଏ। ତୁମ୍ଭେ କ'ଣ କୁଟାଖିଆ ପଛ ରେ ଗୋଡ଼ାଇବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କʼଣ ଉଡ଼ନ୍ତା ପତ୍ରକୁ ଡରାଇବ? ଓ ତୁମ୍ଭେ କʼଣ ଶୁଖିଲା କୁଟା ପଛେ ପଛେ ଗୋଡ଼ାଇବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ମୋତେ ଡରାଇବାକୁ ଚେଷ୍ଟା କରୁଛ? ମୁଁ ଏକ ପତ୍ର ଯାହାକି ପବନରେ ଉଡ଼ିଯାଏ। ତୁମ୍ଭେ କ’ଣ କୁଟାଖିଆ ପଛରେ ଗୋଡ଼ାଇବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କʼଣ ଉଡ଼ନ୍ତା ପତ୍ରକୁ ଡରାଇବ? ଓ ତୁମ୍ଭେ କʼଣ ଶୁଖିଲା କୁଟା ପଛେ ପଛେ ଗୋଡ଼ାଇବ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କ’ଣ ଉଡ଼ନ୍ତା ପତ୍ରକୁ ଡରାଇବ? ଓ ତୁମ୍ଭେ କ’ଣ ଶୁଖିଲା କୁଟା ପଛେ ପଛେ ଗୋଡ଼ାଇବ?