Job 13:26 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ମାେ ବିରୁଦ୍ଧ ରେ ତିକ୍ତ କଥା କହୁଛ ଏବଂ ହୁଏତ ମାେ ୟୌବନର ପାପ ପାଇଁ ମାେତେ ଶାସ୍ତି ପ୍ରଦାନ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ମୋʼ ବିରୁଦ୍ଧରେ ତିକ୍ତ କଥା ଲେଖୁ ଅଛ ଓ ମୋʼ ଯୌବନ-କାଳର ଅପରାଧ ଭୋଗ କରାଉଅଛ;
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ମୋ’ ବିରୁଦ୍ଧରେ ତିକ୍ତ କଥା କହୁଛ ଏବଂ ହୁଏତ ମୋ’ ଯୌବନର ପାପ ପାଇଁ ମୋତେ ଶାସ୍ତି ପ୍ରଦାନ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ମୋʼ ବିରୁଦ୍ଧରେ ତିକ୍ତ କଥା ଲେଖୁଅଛ ଓ ମୋʼ ଯୌବନ କାଳର ଅପରାଧ ଭୋଗ କରାଉଅଛ;
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ମୋ’ ବିରୁଦ୍ଧରେ ତିକ୍ତ କଥା ଲେଖୁ ଅଛ ଓ ମୋ’ ଯୌବନ-କାଳର ଅପରାଧ ଭୋଗ କରାଉଅଛ;