Job 13:27 — Compare Translations

5 translations compared side by side

Odia - 1840
"ତୁମ୍ଭେ ମାେ ପାଦ ରେ ବଡ଼େି ବାନ୍ଧିଛ ଏବଂ ମାରେ ପ୍ରେତ୍ୟକକ ଆଗଇବୋ ପାଦକୁ ଲକ୍ଷ୍ଯ ରଖିଛ ଓ ମାରେ ପ୍ରେତ୍ୟକକ ଗତିବିଧିକୁ ଲକ୍ଷ୍ଯ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ ଓ ମୋହର ସବୁ ଗତି ଲକ୍ଷ୍ୟ କରୁଅଛ; ତୁମ୍ଭେ ମୋʼ ଚରଣର ଚତୁର୍ଦ୍ଦିଗରେ ଆପଣା ପାଇଁ ରେଖା ଟାଣୁଅଛ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋ’ ପାଦରେ ବେଡ଼ି ବାନ୍ଧିଛ ଏବଂ ମୋର ପ୍ରତ୍ୟେକ ଆଗେଇବା ପାଦକୁ ଲକ୍ଷ୍ୟ ରଖିଛ ଓ ମୋର ପ୍ରତ୍ୟେକ ଗତିବିଧିକୁ ଲକ୍ଷ୍ୟ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ ଓ ମୋହର ସବୁ ଗତି ଲକ୍ଷ୍ୟ କରୁଅଛ; ତୁମ୍ଭେ ମୋʼ ଚରଣର ଚତୁର୍ଦ୍ଦିଗରେ ଆପଣା ପାଇଁ ରେଖା ଟାଣୁଅଛ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯନ୍ତାରେ ମଧ୍ୟ ମୋହର ଚରଣ ରଖୁଅଛ ଓ ମୋହର ସବୁ ଗତି ଲକ୍ଷ୍ୟ କରୁଅଛ; ତୁମ୍ଭେ ମୋ’ ଚରଣର ଚତୁର୍ଦ୍ଦିଗରେ ଆପଣା ପାଇଁ ରେଖା ଟାଣୁଅଛ;