Job 13:28 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ଧୀ ରେ ଧୀ ରେ ଦୁର୍ବଳ ହାଇେ ପଡ଼ୁଅଛି ଖଣ୍ଡେ ପଚା କାଠପରି ଚଥା ଖଣ୍ଡେ ପୋକଖିଆ କପଡ଼ା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଧୀରେ ଧୀରେ ଦୁର୍ବଳ ହୋଇ ପଡ଼ୁଅଛି ଖଣ୍ଡେ ପଗ୍ଭ କାଠପରି ତଥା ଖଣ୍ଡେ ପୋକଖିଆ କପଡ଼ା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ।