Job 13:3 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭ ସହିତ ତର୍କ କରିବାକୁ ଚାହୁଁ ନାହିଁ। ମୁଁ ସହେି ସର୍ବଶକ୍ତିମାନ ପରମେଶ୍ବରଙ୍କୁ କହିବାକୁ ଚା ହେଁ। ମୁଁ ପରମେଶ୍ବରଙ୍କ ସହିତ ମାେ ବିପଦ ସମ୍ପର୍କ ରେ ୟୁକ୍ତି କରିବାକୁ ଇଚ୍ଛା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ଵରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ସହିତ ତର୍କ କରିବାକୁ ଗ୍ଭହୁଁ ନାହିଁ। ମୁଁ ସେହି ସର୍ବଶକ୍ତିମାନ ପରମେଶ୍ୱରଙ୍କୁ କହିବାକୁ ଗ୍ଭହେଁ। ମୁଁ ପରମେଶ୍ୱରଙ୍କ ସହିତ ମୋ’ ବିପଦ ସମ୍ପର୍କରେ ଯୁକ୍ତି କରିବାକୁ ଇଚ୍ଛା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ୱରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ମୁଁ ସର୍ବଶକ୍ତିମାନଙ୍କୁ କହିବାକୁ ଇଚ୍ଛା କରେ ଓ ମୁଁ ପରମେଶ୍ୱରଙ୍କ ସହିତ ଯୁକ୍ତି କରିବାକୁ ବାଞ୍ଛା କରେ।