Job 13:7 — Compare Translations

5 translations compared side by side

Odia - 1840
"ତୁମ୍ଭେ କ'ଣ ପରମେଶ୍ବରଙ୍କ ପକ୍ଷ ରେ ମିଥ୍ଯା କଥା କହିବ। ତୁମ୍ଭେ କ'ଣ ବିଶ୍ବାସ କରୁଛ ଯେ ତୁମ୍ଭର ମିଥ୍ଯା କଥା ପରମେଶ୍ବରଙ୍କ ଦ୍ବାରା ସମର୍ଥିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କʼଣ ପରମେଶ୍ଵରଙ୍କ ପକ୍ଷରେ ଅନ୍ୟାୟ କଥା କହିବ ଓ ତାହାଙ୍କ ପକ୍ଷରେ ପ୍ରବଞ୍ଚନା-ବାକ୍ୟ କହିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ପରମେଶ୍ୱରଙ୍କ ପକ୍ଷରେ ମିଥ୍ୟା କଥା କହିବ? ତୁମ୍ଭେ କ’ଣ ବିଶ୍ୱାସ କରୁଛ ଯେ, ତୁମ୍ଭର ମିଥ୍ୟା କଥା ପରମେଶ୍ୱରଙ୍କ ଦ୍ୱାରା ସମର୍ଥିତ ହେବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ଅନ୍ୟାୟ କଥା କହିବ ଓ ତାହାଙ୍କ ପକ୍ଷରେ ପ୍ରବଞ୍ଚନା-ବାକ୍ୟ କହିବ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କ’ଣ ପରମେଶ୍ୱରଙ୍କ ପକ୍ଷରେ ଅନ୍ୟାୟ କଥା କହିବ ଓ ତାହାଙ୍କ ପକ୍ଷରେ ପ୍ରବଞ୍ଚନା-ବାକ୍ୟ କହିବ?