Job 13:8 — Compare Translations
5 translations compared side by side
Odia - 1840
"ତୁମ୍ଭେ କ'ଣ ପରମେଶ୍ବରଙ୍କ ପକ୍ଷ ସମର୍ଥନ କରୁଛ, କବଳେ ସେ ପରମେଶ୍ବର ବୋଲି? ତୁମ୍ଭେ ପରମେଶ୍ବରଙ୍କ ପକ୍ଷ ସମର୍ଥନ କରୁଛ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କʼଣ ତାହାଙ୍କର ମୁଖାପେକ୍ଷା କରିବ, ତୁମ୍ଭେମାନେ କʼଣ ପରମେଶ୍ଵରଙ୍କ ପକ୍ଷରେ ବିରୋଧ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ପରମେଶ୍ୱରଙ୍କ ପକ୍ଷ ସମର୍ଥନ କରୁଛ, କେବଳ ସେ ପରମେଶ୍ୱର ବୋଲି? ତୁମ୍ଭେ ପରମେଶ୍ୱରଙ୍କ ପକ୍ଷ ସମର୍ଥନ କରୁଛ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କʼଣ ତାହାଙ୍କର ମୁଖାପେକ୍ଷା କରିବ, ତୁମ୍ଭେମାନେ କʼଣ ପରମେଶ୍ୱରଙ୍କ ପକ୍ଷରେ ବିରୋଧ କରିବ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କ’ଣ ତାହାଙ୍କର ମୁଖାପେକ୍ଷା କରିବ, ତୁମ୍ଭେମାନେ କ’ଣ ପରମେଶ୍ୱରଙ୍କ ପକ୍ଷରେ ବିରୋଧ କରିବ?