Job 13:9 — Compare Translations

5 translations compared side by side

Odia - 1840
"ଯଦି ପରମେଶ୍ବର ତୁମ୍ଭକୁ ଅତି ନିକଟରୁ ପରୀକ୍ଷା କରିବେ, ଏହା କ'ଣ ଭଲ ହବେ ଯେ ତୁମ୍ଭକୁ ପରମେଶ୍ବର ଠିକ୍ ବୋଲି କହିବେ? ତୁମ୍ଭେ କ'ଣ ସତ ରେ ଭାବୁଛ ତୁମ୍ଭେ ପରମେଶ୍ବରଙ୍କୁ ପ୍ରତାରିତ କରିବ, ଯମେିତିକି ତୁମ୍ଭେ ଲୋକମାନଙ୍କୁ ପ୍ରତାରିତ କରି ପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେ ତୁମ୍ଭମାନଙ୍କୁ ପରୀକ୍ଷା କରିବେ, ଏହା କି ଭଲ? କିଅବା କେହି ଯେପରି ମନୁଷ୍ୟକୁ ଭୁଲାଏ, ସେପରି ତୁମ୍ଭେମାନେ କʼଣ ତାହାଙ୍କୁ ଭୁଲାଇବ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପରମେଶ୍ୱର ତୁମ୍ଭକୁ ଅତି ନିକଟରୁ ପରୀକ୍ଷା କରିବେ, ଏହା କ’ଣ ଭଲ ହେବ ଯେ ତୁମ୍ଭକୁ ପରମେଶ୍ୱର ଠିକ୍ ବୋଲି କହିବେ? ତୁମ୍ଭେ କ’ଣ ସତରେ ଭାବୁଛ ତୁମ୍ଭେ ପରମେଶ୍ୱରଙ୍କୁ ପ୍ରତାରିତ କରିବ, ଯେମିତିକି ତୁମ୍ଭେ ଲୋକମାନଙ୍କୁ ପ୍ରତାରିତ କରି ପାର?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେ ତୁମ୍ଭମାନଙ୍କୁ ପରୀକ୍ଷା କରିବେ, ଏହା କି ଭଲ? କିଅବା କେହି ଯେପରି ମନୁଷ୍ୟକୁ ଭୁଲାଏ, ସେପରି ତୁମ୍ଭେମାନେ କʼଣ ତାହାଙ୍କୁ ଭୁଲାଇବ?
Odia IRV 2017 (ଓଡିଆ ବାଇବେଲ)
ସେ ଯେ ତୁମ୍ଭମାନଙ୍କୁ ପରୀକ୍ଷା କରିବେ, ଏହା କି ଭଲ? କିଅବା କେହି ଯେପରି ମନୁଷ୍ୟକୁ ଭୁଲାଏ, ସେପରି ତୁମ୍ଭେମାନେ କ’ଣ ତାହାଙ୍କୁ ଭୁଲାଇବ?