Job 14:1 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ସମସ୍ତେ ମନୁଷ୍ଯ। ଆମ୍ଭର ଜୀବନ ଅଳ୍ପାଯୁ ତଥା ନାନା ବିପଦ ରେ ପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେମାନେ ସମସ୍ତେ ମନୁଷ୍ୟ। ଆମ୍ଭର ଜୀବନ ଅଳ୍ପାୟୁ ତଥା ନାନା ବିପଦରେ ପୂର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ।
Odia IRV 2017 (ଓଡିଆ ବାଇବେଲ)
ସ୍ତ୍ରୀଜାତ ମନୁଷ୍ୟ ଅଳ୍ପାୟୁ ଓ ଦୁଃଖରେ ପରିପୂର୍ଣ୍ଣ।