Job 14:10 — Compare Translations
5 translations compared side by side
Odia - 1840
"କିନ୍ତୁ ମଣିଷ ଯେତବେେଳେ ମରିୟାଏ। ସେ ସମସ୍ତ ଶକ୍ତି ହରାଇ ଦିଏ। ସପରେି ଶଷେ ନିଶ୍ବାସ ନିଏ ଏବଂ ତା'ପରେ ସେ କେଉଁଠା ରେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମଣିଷ ଯେତେବେଳେ ମରିଯାଏ। ସେ ସମସ୍ତ ଶକ୍ତି ହରାଇ ଦିଏ। ସେପରି ଶେଷ ନିଶ୍ୱାସ ନିଏ ଏବଂ ତା’ପରେ ସେ କେଉଁଠାରେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମନୁଷ୍ୟ ମରେ ଓ କ୍ଷୟ ପାଏ; ହଁ, ମନୁଷ୍ୟ ପ୍ରାଣତ୍ୟାଗ କରେ, ପୁଣି ସେ କେଉଁଠାରେ ଥାଏ?