Job 14:12 — Compare Translations
5 translations compared side by side
Odia - 1840
"ଠିକ୍ ସହେିପରି, ମଣିଷ ଶାଇେପଡ଼େ ଏବଂ ଆଉ ଉେଠ ନାହିଁ। ଯେପର୍ୟ୍ଯନ୍ତ ସ୍ବର୍ଗ ଅଛି, ମୃତ ଲୋକ କବେେ ସହେି ନିଦ୍ରାରୁ ଉଠିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ତଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହିପରି, ମଣିଷ ଶୋଇପଡ଼େ ଏବଂ ଆଉ ଉଠେ ନାହିଁ। ଯେପର୍ଯ୍ୟନ୍ତ ସ୍ୱର୍ଗ ଅଛି, ମୃତ ଲୋକ କେବେ ସେହି ନିଦ୍ରାରୁ ଉଠିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେପରି ମନୁଷ୍ୟ ଶୟନ କଲେ ଆଉ ଉଠେ ନାହିଁ; ଆକାଶମଣ୍ଡଳ ଲୋପ ନ ପାଇବା ପର୍ଯ୍ୟନ୍ତ ସେମାନେ ଜାଗ୍ରତ ହେବେ ନାହିଁ, କିଅବା ନିଦ୍ରାରୁ ଉତ୍ଥାପିତ ହେବେ ନାହିଁ।