Job 14:13 — Compare Translations

5 translations compared side by side

Odia - 1840
"ମୁଁ ଇଚ୍ଛାକରେ, ତୁମ୍ଭେ ମାେତେ ପାତାଳ ରେ ଲୁଚାଇ ରଖନ୍ତ। ମୁଁ ଇଚ୍ଛାକରେ, ତୁମ୍ଭେ ମାେତେ ଲୁଚାଇ ରଖନ୍ତ, ଯେ ପର୍ୟ୍ଯନ୍ତ ତୁମ୍ଭର ରାଗ ଶାନ୍ତ ନ ହାଇେଛି। ତା'ପରେ ତୁମ୍ଭେ ମାେତେ ମନକରେିବା ପାଇଁ ଗୋଟେ ସମୟ ଠିକ୍ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋʼ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କର;!
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଇଚ୍ଛାକରେ, ତୁମ୍ଭେ ମୋତେ ପାତାଳରେ ଲୁଗ୍ଭଇ ରଖନ୍ତ। ମୁଁ ଇଚ୍ଛାକରେ, ତୁମ୍ଭେ ମୋତେ ଲୁଗ୍ଭଇ ରଖନ୍ତ, ଯେପର୍ଯ୍ୟନ୍ତ ତୁମ୍ଭର ରାଗ ଶାନ୍ତ ନ ହୋଇଛି। ତା’ପରେ ତୁମ୍ଭେ ମୋତେ ମନେକରିବା ପାଇଁ ଗୋଟେ ସମୟ ଠିକ୍ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋʼ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ!
Odia IRV 2017 (ଓଡିଆ ବାଇବେଲ)
ଆଃ, ତୁମ୍ଭେ ଯେବେ ପାତାଳରେ ମୋତେ ଲୁଚାଇ ରଖନ୍ତ, ତୁମ୍ଭର କୋପ ଅତୀତ ହେବା ପର୍ଯ୍ୟନ୍ତ ଯେବେ ମୋତେ ଗୋପନରେ ରଖନ୍ତ, ଯେବେ ମୋ’ ପାଇଁ ସମୟ ନିରୂପଣ କରି ମୋତେ ସ୍ମରଣ କରନ୍ତ!