Job 14:16 — Compare Translations
5 translations compared side by side
Odia - 1840
"ତୁମ୍ଭେ ତଥାପି ମାରେ ପ୍ରତିଟି ପଦକ୍ଷପକେୁ ନିରୀକ୍ଷଣ କରୁଛ, କିନ୍ତୁ ତୁମ୍ଭେ ମାରେ ପାପଗୁଡ଼ିକୁ ମନେ ପକାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ ତୁମ୍ଭେ ମୋʼ ପାଦଗତି ଗଣନା କରୁଅଛ; ତୁମ୍ଭେ କʼଣ ମୋʼ ପାପ ପ୍ରତି ନିରୀକ୍ଷଣ କରୁନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତଥାପି ମୋର ପ୍ରତିଟି ପଦକ୍ଷେପକୁ ନିରୀକ୍ଷଣ କରୁଛ, କିନ୍ତୁ ତୁମ୍ଭେ ମୋର ପାପଗୁଡ଼ିକୁ ମନେ ପକାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ ତୁମ୍ଭେ ମୋʼ ପାଦଗତି ଗଣନା କରୁଅଛ; ତୁମ୍ଭେ କʼଣ ମୋʼ ପାପ ପ୍ରତି ନିରୀକ୍ଷଣ କରୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ ତୁମ୍ଭେ ମୋ’ ପାଦଗତି ଗଣନା କରୁଅଛ; ତୁମ୍ଭେ କ’ଣ ମୋ’ ପାପ ପ୍ରତି ନିରୀକ୍ଷଣ କରୁନାହଁ?