Job 14:17 — Compare Translations

5 translations compared side by side

Odia - 1840
"ତୁମ୍ଭେ ମାରେ ସମସ୍ତ ପାପକୁ ଏକ ଥଳି ରେ ବାନ୍ଧି ଦଇେ ନିଜର ମାହେର ଦଇେ ବାହାରକୁ ଫିଙ୍ଗି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋʼ ଅଧର୍ମ ବାନ୍ଧି ରଖୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋର ସମସ୍ତ ପାପକୁ ଏକ ଥଳିରେ ବାନ୍ଧି ଦେଇ ନିଜର ମୋହର ଦେଇ ବାହାରକୁ ଫିଙ୍ଗି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋʼ ଅଧର୍ମ ବାନ୍ଧି ରଖୁଅଛ।
Odia IRV 2017 (ଓଡିଆ ବାଇବେଲ)
ମୋହର ଅପରାଧ ଥଳୀରେ ମୋହରାଙ୍କିତ ହୋଇଅଛି ଓ ତୁମ୍ଭେ ମୋ’ ଅଧର୍ମ ବାନ୍ଧି ରଖୁଅଛ।