Job 14:18 — Compare Translations

5 translations compared side by side

Odia - 1840
"ପର୍ବତ ସବୁ ଭାଙ୍ଗିପଡ଼ି ଚୂନା ହାଇୟୋଆନ୍ତେ, ବଡ଼ ପଥର ଖଣ୍ଡମାନ ଭାଙ୍ଗି ଚୂନା ହାଇେ ବିଛାଡ଼ି ହାଇେ ପଡ଼ନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;
Odia Bible ERV 2004 (ପବିତ୍ର ବାଇବଲ)
“ପର୍ବତ ସବୁ ଭାଙ୍ଗିପଡ଼ି ଚୂନା ହୋଇଯାଆନ୍ତେ, ବଡ଼ ପଥର ଖଣ୍ଡମାନ ଭାଙ୍ଗି ଚୂନା ହୋଇ ବିଛାଡ଼ି ହୋଇ ପଡ଼ନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;
Odia IRV 2017 (ଓଡିଆ ବାଇବେଲ)
ଆଉ, ପର୍ବତ ପଡ଼ିଲେ ନିଶ୍ଚୟ ଲୁପ୍ତ ହୁଏ ଓ ଶୈଳ ଆପଣା ସ୍ଥାନରୁ ଅନ୍ତରିତ ହୁଏ;