Job 14:19 — Compare Translations
5 translations compared side by side
Odia - 1840
"ପଥର ଉପରେ ପାଣି ବହି ତାକୁ କ୍ଷଯ କରିଦିଏ। ବନ୍ଯା ଭୂମିରୁ ସବୁ ପଟୁମାଟି ପାଣି ରେ ପୋଛି ନିଏ। ସହେିଭଳି ହେ ପରମେଶ୍ବର ତୁମ୍ଭେ ବ୍ଯକ୍ତିର ସମସ୍ତ ଆଶାକୁ ଧୂଳିସାତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଳାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ପଥର ଉପରେ ପାଣି ବହି ତାକୁ କ୍ଷୟ କରିଦିଏ। ବନ୍ୟା ଭୂମିରୁ ସବୁ ପଟୁମାଟି ପାଣିରେ ପୋଛି ନିଏ। ସେହି ଭଳି ହେ ପରମେଶ୍ୱର ତୁମ୍ଭେ ବ୍ୟକ୍ତିର ସମସ୍ତ ଆଶାକୁ ଧୂଳିସାତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଲାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ଜଳ ପ୍ରସ୍ତରକୁ କ୍ଷୟ କରେ; ଜଳର ପ୍ଳାବନ ପୃଥିବୀର ଧୂଳି ଧୋଇନିଏ ଓ ତୁମ୍ଭେ ମନୁଷ୍ୟର ଆଶା ନାଶ କରୁଅଛ।