Job 14:2 — Compare Translations

5 translations compared side by side

Odia - 1840
"ମଣିଷର ଜୀବନ ଫୁଲ ସଦୃଶ। ସେ ଖୁବ୍ ଶୀଘ୍ର ବଢ଼ିୟାଏ ଓ ଶଷେର ମରିୟାଏ। ମଣିଷର ଜୀବନ ଛାଯା ତୁଲ୍ଯ ଏଠା ରେ ଖୁବ୍ କମ ସମୟ ପାଇଁ। ଘଡ଼ିକେ ଦଖାୟୋଏ ପୁଣି ଅଦୃଶ୍ଯ ହାଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୁଷ୍ପ ତୁଲ୍ୟ ପ୍ରସ୍ଫୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମଣିଷର ଜୀବନ ଫୁଲ ସଦୃଶ, ସେ ଖୁବ୍ ଶୀଘ୍ର ବଢ଼ିଯାଏ ଓ ଶେଷରେ ମରିଯାଏ। ମଣିଷର ଜୀବନ ଛାୟା ତୁଲ୍ୟ ଏଠାରେ ଖୁବ୍ କମ ସମୟ ପାଇଁ, ଘଡ଼ିକେ ଦେଖାଯାଏ ପୁଣି ଅଦୃଶ୍ୟ ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।