Job 14:20 — Compare Translations

5 translations compared side by side

Odia - 1840
"ତୁମ୍ଭେ ତାକୁ ସଂପୂର୍ଣ୍ଣ ପରାସ୍ତ କର ଏବଂ ତାକୁ ଛାଡ଼ି ଦିଅ। ତୁମ୍ଭେ ତାକୁ ଦୁଃଖି କରାଅ ଏବଂ ତାକୁ ମରଣ ସ୍ଥାନକୁ ପଠାଇଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାକୁ ସମ୍ପୂର୍ଣ୍ଣ ପରାସ୍ତ କର ଏବଂ ତାକୁ ଛାଡ଼ିଦିଅ। ତୁମ୍ଭେ ତାକୁ ଦୁଃଖୀ କରାଅ ଏବଂ ତାକୁ ମରଣ ସ୍ଥାନକୁ ପଠାଇଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସଦାକାଳ ତାହା ଉପରେ ଜୟଯୁକ୍ତ ହେଉଅଛ, ତେଣୁ ସେ ଚାଲିଯାଏ; ତୁମ୍ଭେ ତାହାର ମୁଖ ପରିବର୍ତ୍ତନ କରି ତାହାକୁ ଦୂର କରି ଦେଉଅଛ।