Job 14:21 — Compare Translations

5 translations compared side by side

Odia - 1840
"ଯଦି ତା'ର ସନ୍ତାନଗଣ ସମ୍ମାନିତ ହୁଅନ୍ତି, ସେ ଆଦୌ ଜାଣେ ନାହିଁ। ଯଦି ତା'ର ସନ୍ତାନଗଣ ହତାଦର ହୁଅନ୍ତି, ସେ ତାହା ଦେଖିପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସନ୍ତାନଗଣ ସମ୍ଭ୍ରମପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତା’ର ସନ୍ତାନଗଣ ସମ୍ମାନିତ ହୁଅନ୍ତି, ସେ ଆଦୌ ଜାଣେ ନାହିଁ। ଯଦି ତା’ର ସନ୍ତାନଗଣ ହତାଦର ହୁଅନ୍ତି, ସେ ତାହା ଦେଖି ପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସନ୍ତାନଗଣ ସମ୍ଭ୍ରମ ପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତାହାର ସନ୍ତାନଗଣ ସମ୍ଭ୍ରମପ୍ରାପ୍ତ ହେଲେ, ସେ ତାହା ଜାଣେ ନାହିଁ; ପୁଣି, ସେମାନେ ଅବନତ ହେଲେ, ସେ ସେମାନଙ୍କ ବିଷୟ ବୋଧ ପାଏ ନାହିଁ।